Loading...

ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ

ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ

କରୋନାରେ ବାପା, ମା’ଙ୍କୁ ହରାଇ ଅସହାୟ ହୋଇ ପଡିଥିବା ଅନାଥ ଶିଶୁଙ୍କ ପାଇଁ ପାଠ ପଢିବାର ସୁଯୋଗ ସୃଷ୍ଟି କରିଛନ୍ତି ସରକାର । ଏଥିପାଇଁ ଶିକ୍ଷା ବ୍ୟବସ୍ଥାରେ ଲାଗୁ ହୋଇଛି ନୂଆ ନିୟମ ।