ରାଜ୍ୟରେ କୋଭିଡ୍ କଟକଣା ହଟାଇବାକୁ ଚିଠି ଲେଖିଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
ରାଜ୍ୟର କୋଭିଡ୍ କଟକଣା ସମୀକ୍ଷା କର । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ଚିଠି ଲେଖିଛନ୍ତି ।
Loading...
ରାଜ୍ୟର କୋଭିଡ୍ କଟକଣା ସମୀକ୍ଷା କର । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ଚିଠି ଲେଖିଛନ୍ତି ।
ପବିତ୍ର ମାଘସପ୍ତମୀ ଅବସରରେ ଆଜିଠାରୁ ଆରମ୍ଭ ହେଉଛି ଖଣ୍ଡଗିରି କୁମ୍ଭମେଳା । ଆସନ୍ତା ପୂର୍ଣ୍ଣିମା ଯାଏଁ ଏହି ମେଳା ଚାଲିବ ।
ରାଜ୍ୟରେ ଗତ କିଛିଦିନ ଧରି କରୋନା ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଛି। ଯାହକୁ ନେଇ ଚିନ୍ତା ବଢ଼ିଛି।
କୋଭିଡ କଟକଣା ଭିତରେ ହେବ ସିଭିଲ ସର୍ଭିସ ପରୀକ୍ଷା । ଚଳିତ ମାସ ୨୦ ତାରିଖରୁ ସିଭିଲ୍ ସର୍ଭିସ୍ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ ।
ପଞ୍ଚାୟତ ନିର୍ବାଚନ ପାଇଁ ଅଳ୍ପ ସମୟ ମଧ୍ୟରେ ଆସିବ ଗାଇଡଲାଇନ । ଏହା କହିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ।
ବର୍ଦ୍ଧିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ନଜରରେ ରଖି ଆଜି (ଶୁକ୍ରବାର)ଠାରୁ ସହରାଞ୍ଚଳରେ ରାତି ୯ଟାରୁ ଭୋର ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଲାଗୁ ହେବ।
ନୂଆବର୍ଷରେ ଖୋଲିବ ପ୍ରାଥମିକ ସ୍କୁଲ । ପ୍ରାଥମିକ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ନେଲେ ନିଷ୍ପତ୍ତି ।