ନ୍ୟୁଜ୍ ଆଜିଠୁ କ୍ରିକେଟ ବିଶ୍ବକପ, ପ୍ରତିଯୋଗିତାରେ ବିଶ୍ବର ଶ୍ରେଷ୍ଠ ୧୦ ଦଳ 05 Oct, 2023 9 mins read 164 views କ୍ରିକେଟ ବିଶ୍ବକପର ତ୍ରୟୋଦଶତମ ସଂସ୍କରଣ ଲାଗି କ୍ଷେତ୍ର ପ୍ରସ୍ତୁତ ା ବିସିସିଆଇ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ।