News

ନଭେମ୍ବର ୨୩ ତାରିଖରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା

ENO Beuro
ନଭେମ୍ବର ୨୩ରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା ।  ଏହା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ଶୁକ୍ରବାର ଅପରାହ୍ନରେ ଜିଲ୍ଲାପାଳ ଅରବିନ୍ଦ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ପ୍ରଥମ ପ୍ରସ୍ତୁତି ବୈଠକ।
CULTURES

ଆଜି ମଣ୍ଡପରେ ମା ଦୁର୍ଗାଙ୍କର ହେବ ମହା ଷଷ୍ଠୀ ପୂଜା

ENO Beuro
ଆଜି ମଣ୍ଡପରେ ମା ଦୁର୍ଗାଙ୍କର ହେବ ଷଷ୍ଠୀ ପୂଜା। ପୂଜା ମଣ୍ଡପ ଓ ତୋରଣରେ ଝଲସୁଛି ସହର ବଜାର। କଟକରେ ମା’ଙ୍କ ପୂଜା ପାଇଁ ହୋଇଛି ବ୍ୟାପକ ପ୍ରସ୍ତୁତି। ପୂଜା ମଣ୍ଡପ ଗୁଡିକରେ ମା’ଙ୍କୁ
News

ବର୍ଷାରେ ବେହାଲ ହେଲା ଟ୍ୱିନ୍‌ ସିଟି

ENO Beuro
ତିତ୍‌ଲି ପ୍ରଭାବରେ ସାରା ରାଜ୍ୟରେ ଗତକାଲି ରାତିରୁ ବର୍ଷା ଲାଗି ରହିିଛି। ଲଗାଣ ବର୍ଷା ଯୋଗୁଁ ଟ୍ୱିନ୍‌ ସିଟି ଅବସ୍ଥା ଶୋଚନୀୟ ହୋଇପଡିଛି। ବର୍ଷାଜଳ ନିଷ୍କାସନ ହୋଇନପାରିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ସହର
News

ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ ସୁବାସ ରାଉତଙ୍କର ପରଲୋକ

ENO Beuro
ଓଡିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ପ୍ରଯୋଜକ ସୁବାସ ରାଉତଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ବର୍ଷ ହୋଇଥିଲା। ଶନିବାର ଭୋର ୪.୧୦ମିନିଟରେ କଟକର ଛତ୍ରବଜାରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି। ହୃଦଘାତ କାରଣରୁ
News

କଟକ: ଲିଙ୍କ ରୋଡରେ ପେଟ୍ରୋଲ ପମ୍ପରେ ନିଆଁ

ENO Beuro
ଅଧା ପୋଡିଗଲା ଡିଜେଲ ଭର୍ତ୍ତି ଟ୍ୟାଙ୍କର ଲିଙ୍କ୍‌ରୋଡ୍‌ସ୍ଥିତ ସନ୍ତୋଷ କୁମାର ଆଣ୍ଡ୍‌ କୋ ପେଟ୍ରୋଲ ପମ୍ପରେ ମଙ୍ଗଳବାର ରାତି ୭ଟାରେ ଅଗ୍ନିକାଣ୍ଡ ଘଟିଛି। ତେଲ ଅନ୍‌ଲୋଡ୍‌ ସମୟରେ ଏକ ଟ୍ୟାଙ୍କ୍‌ରେ ହଠାତ୍‌ ନିଆଁ ଲାଗିଯାଇଥିଲା।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More