Loading...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ

ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି।

ବାତ୍ୟା ପ୍ରଭାବରେ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ବାତ୍ୟା ପ୍ରଭାବରେ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ବାତ୍ୟା ପାଇଁ ଆଜି ସକାଳୁ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗିରହିଛି। ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ 'ମିଗଜୋମ' ଆନ୍ଧ୍ରପ୍ରଦେଶ ମଛଲିପଟ୍ଟନମ ଓ ନେଲୋର ମଧ୍ୟରେ ଲାଣ୍ଡଫଲ କରିବାର ସମ୍ଭାବନା ରହିଛି ।

ବାତ୍ୟା  ପାଇଁ ଓଡିଶା ଦେଇ ଯାଉଥିବା ୬ଟି ଟ୍ରେନ୍‌ ବାତିଲ୍‌ କଲେ ପାଣିପାଗ ବିଭାଗ

ବାତ୍ୟା ପାଇଁ ଓଡିଶା ଦେଇ ଯାଉଥିବା ୬ଟି ଟ୍ରେନ୍‌ ବାତିଲ୍‌ କଲେ ପାଣିପାଗ ବିଭାଗ

ଭୁବନେଶ୍ୱର- ପୂର୍ବତଟ ରେଳପଥ ବାତ୍ୟା ସାଇକ୍ଲୋଥନ୍ ମିଚାଓଙ୍ଗ୍ ଏବଂ ଏହାର ପ୍ରଭାବରେ ସାମ୍ଭାବ୍ୟ ବିପର୍ଯ୍ୟୟ ପରିଚାଳନା ପାଇଁ ଭୂମି କାର୍ଯ୍ୟ ରକ୍ଷଣାବେକ୍ଷଣର ପ୍ରସ୍ତୁତି କରିଛି ।

ବାତ୍ୟା ରୂପ ନେଲା ‘ମିଗ୍‌ଜୋମ୍‌’: ପ୍ରଭାବରେ ଆଜିଠୁ ଓଡିଶାରେ ତିନିଦିନ ବର୍ଷା

ବାତ୍ୟା ରୂପ ନେଲା ‘ମିଗ୍‌ଜୋମ୍‌’: ପ୍ରଭାବରେ ଆଜିଠୁ ଓଡିଶାରେ ତିନିଦିନ ବର୍ଷା

ବାତ୍ୟା ପ୍ରଭାବରେ ଓଡ଼ିଶାରେ ୩ଦିନ ଭାରି ବର୍ଷାର ସମ୍ଭାବନା ରହିଥିବାରୁ ଏନେଇ ସତର୍କ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷାର ପୂର୍ବାନୁମାନ କରି ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି।

ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

୪ ତାରିଖରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ତାମିଲନାଡ଼ୁର ଚେନ୍ନାଇ ଓ ମଚ୍ଛଲିପଟନମ୍‌ ମଧ୍ୟରେ ସ୍ଥଳ ଭାଗ ଛୁଇଁବ ବାତ୍ୟା। ପବନର ବେଗ ଅତିବେଶିରେ ୯୦ କିମି ହେବାକୁ ଥିବାରୁ ଅଧିକ କ୍ଷତିଗ୍ରସ୍ତ କରିବ ନାହିଁ।

୪ ତାରିଖରେ ଉତ୍ତର ତାମିଲନାଡୁ -ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ ସମ୍ଭାବ୍ୟ ବାତ୍ୟା!

୪ ତାରିଖରେ ଉତ୍ତର ତାମିଲନାଡୁ -ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ ସମ୍ଭାବ୍ୟ ବାତ୍ୟା!

ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୪ ତାରିଖ ପାହାନ୍ତିଆ ବେଳକୁ ଉତ୍ତର ତାମିଲନାଡୁ -ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଁଚିବାର ସମ୍ଭାବନା ରହିଛି।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୭ରେ ଆଉ ଏକ ଲଘୁଚାପ, ୨୯ରେ ଅବପାତ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୭ରେ ଆଉ ଏକ ଲଘୁଚାପ, ୨୯ରେ ଅବପାତ

ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା।

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ, ବାତ୍ୟା ସମ୍ଭାବନାକୁ ଏଡାଯାଇ ନପାରେ ବୋଲି କହିଲା ପାଣିପାଗ ବିଭାଗ

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ, ବାତ୍ୟା ସମ୍ଭାବନାକୁ ଏଡାଯାଇ ନପାରେ ବୋଲି କହିଲା ପାଣିପାଗ ବିଭାଗ

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ ୧୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ତେବେ ସକ୍ରିୟ ଗଭୀର ଅବପାତ ଗତ ୬ଘଣ୍ଟା ମଧ୍ୟରେ ସ୍ଥିର ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।