Loading...

ଦାଦା ସାହେବ ଫାଲକେ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭଲ ଆଓ୍ଵାର୍ଡ: ରଣବୀର ଶ୍ରେଷ୍ଠ ଅଭିନେତା ଓ କ୍ରିତି ଶ୍ରେଷ୍ଠ ଅଭିନେତ୍ରୀ

ଦାଦା ସାହେବ ଫାଲକେ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭଲ ଆଓ୍ଵାର୍ଡ: ରଣବୀର ଶ୍ରେଷ୍ଠ ଅଭିନେତା ଓ କ୍ରିତି ଶ୍ରେଷ୍ଠ ଅଭିନେତ୍ରୀ

ଦାଦା ସାହେବ ଫାଲକେ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭଲ ଆଓ୍ଵାର୍ଡ ଗତକାଲି ମାୟାନଗରୀ ମୁମ୍ବାଇରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଆଶା ପାରେଖ, ଲାରା ଦତ୍ତା, ରଣବୀର ସିଂ ସିଦ୍ଧାର୍ଥ ମାଲହୋତ୍ରା ଓ କିଆରା ଆଡଭାନୀଙ୍କ ସମେତ ବହୁ କଳାକାର ଯୋଗ ଦେଇଥିଲେ ।