Tag : dalagobind pradhan

News

ପୂର୍ବତନ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ

ENO Beuro
ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ