• Home
  • dawood ibrahim wants to return to india
News

ଭାରତକୁ ଫେରିବାକୁ ଚାହୁଁଛନ୍ତି ମୁମ୍ବାଇ ସିରିଜ୍‌ ବିସ୍ଫୋରଣର ମାଷ୍ଟର ମାଇଣ୍ଡ୍‌ “ଦାଉଦ୍‌ ଇବ୍ରାହିମ୍‌”

Krishna Kumar Manoj
ମୋଷ୍ଟ୍‍ ଓ୍ଵାଣ୍ଟେଡ ଆତଙ୍କବାଦୀ ଦାଉଦ୍‌ ଭାରତ ଫେରିବାକୁ ଚାହୁଁଛନ୍ତି ଭାରତର ମୋଷ୍ଟ୍‍ ଓ୍ଵାଣ୍ଟେଡ ଆତଙ୍କବାଦୀ ଦାଉଦ୍‌ ଇବ୍ରାହିମ୍‌ ଏବେ ଭାରତ ଫେରିବାକୁ ଚହୁଁଛନ୍ତି। ସେ ଥିଲେ ୧୯୯୩ ମୁମ୍ବାଇ ସିରିଜ୍‌ ବିସ୍ଫୋରଣର ମାଷ୍ଟର ମାଇଣ୍ଡ୍‌।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More