Loading...

ବିବାହର ୧୮ବର୍ଷ ପରେ ଅଲଗା ହେଲେ ସୁପରଷ୍ଟାର ଧନୁଷ ଓ ଐଶ୍ୱର୍ଯ୍ୟା ରଜନୀକାନ୍ତ

ବିବାହର ୧୮ବର୍ଷ ପରେ ଅଲଗା ହେଲେ ସୁପରଷ୍ଟାର ଧନୁଷ ଓ ଐଶ୍ୱର୍ଯ୍ୟା ରଜନୀକାନ୍ତ

ତାମିଲ୍ ସୁପରଷ୍ଟାର ଧନୁଷ ଓ ପତ୍ନୀ ଐଶ୍ବର୍ଯ୍ୟା ରଜନୀକାନ୍ତଙ୍କ ମଧ୍ୟରେ ବିବାହ ବ‌ିଚ୍ଛେଦ ଘଟିଛି । ଦୀର୍ଘ ୧୮ ବର୍ଷ ବୈବାହିକ ଜୀବନ ବିତାଇବା ପରେ ଉଭୟ ପରସ୍ପରଠାରୁ ଅଲଗା ରହିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।