Loading...

ଏଣିକି ଡିଜିଟାଲ ମିଡିଆ ମାଧ୍ୟମରେ ଅଭିଯାନ ଆରମ୍ଭ କରିବ ଭାରତ ସରକାର

ଏଣିକି ଡିଜିଟାଲ ମିଡିଆ ମାଧ୍ୟମରେ ଅଭିଯାନ ଆରମ୍ଭ କରିବ ଭାରତ ସରକାର

ଭାରତ ସରକାରଙ୍କ ଡିଜିଟାଲ ଇଣ୍ଡିଆ କାର୍ୟ୍ୟକ୍ରମ ଯୋଗୁଁ ଦେଶରେ ଇଣ୍ଟରନେଟ୍‌, ସୋସିଆଲ ଏବଂ ଡିଜିଟାଲ୍ ମିଡିଆ ପ୍ଲାଟଫର୍ମ ସହ ଯୋଡ଼ି ହୋଇଥିବା ଲୋକ ମାନଙ୍କ ସଂଖ୍ୟାରେ ବିପୁଳ ବୃଦ୍ଧି ଘଟିଛି ।