Loading...

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା; ପୁଅ ନୁହେଁ, ଝିଅ ହୋଇଥିଲା

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା; ପୁଅ ନୁହେଁ, ଝିଅ ହୋଇଥିଲା

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣାକୁ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଆସିଛି ଡ଼ିଏନଏ ରିପୋର୍ଟ।