ନ୍ୟୁଜ୍ ୟୁଜିସିର ନିଷ୍ପତି ପରେ ବି ଦ୍ୱୈତ ଡିଗ୍ରି ବ୍ୟବସ୍ଥାରୁ ବଞ୍ଚିତ ଛାତ୍ରଛାତ୍ରୀ 27 Oct, 2022 8 mins read 414 views ଉଚ୍ଚଶିକ୍ଷାରେ ଛାତ୍ରଛାତ୍ରୀ ଏକକାଳୀନ ଦୁଇଟି ଡିଗ୍ରି ହାସଲ କରିପାରିବେ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଜାରି କରିଛନ୍ତି।