Loading...

ଫ୍ଲାଟ ବିକ୍ରି ହେରଫେର ମାମଲାରେ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ରେ ‘ଟିଏମ୍‌ସି’ ସାଂସଦ ନୁସ୍‌ରତ୍‌ ଜହାଁ

ଫ୍ଲାଟ ବିକ୍ରି ହେରଫେର ମାମଲାରେ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ରେ ‘ଟିଏମ୍‌ସି’ ସାଂସଦ ନୁସ୍‌ରତ୍‌ ଜହାଁ

ଫ୍ଲାଟ ବିକ୍ରିରେ କୋଟି କୋଟି ଟଙ୍କା ଠକେଇ ମାମଲାରେ ତୃଣମୂଳ କଂଗ୍ରେସ ସାଂସଦ ନୁସରତ ଜାହାନ ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।

୭ ଦିନିଆ ଇଡି ରିମାଣ୍ଡରେ ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ

୭ ଦିନିଆ ଇଡି ରିମାଣ୍ଡରେ ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ

ଏବେ ଅର୍ଚ୍ଚନାଙ୍କୁ ଜେରା କରିବାକୁ ଯାଉଛି ଇଡିର ତଦନ୍ତ ଅଧିକାରୀ ଟିମ୍ । ତେଣୁ ନୂଆ ନାଁ ଏବେ ସାମ୍ନାକୁ ଆସିପାରେ । କାରଣ ଗତକାଲି ସେ ତଥାକଥିତ ପୀଡିତଙ୍କ କଥା ଉଠାଇଥିଲେ ମିଡିଆ ସାମ୍ନାରେ ।ସେପଟେ ସୋମବାର କୋର୍ଟରେ ହାଜର ହେବା ବେଳେ ଅର୍ଚ୍ଚନା ଗଣମାଧ୍ୟମକୁ ଦେଇଥିବା ବୟାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

ବ୍ଲାକମେଲିଂ ପାର୍ଟନର ଶ୍ରଦ୍ଧାଞ୍ଜଳିଙ୍କ ମୁହଁରୁ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ଗୁମର ଖୋଲୁଛି ଇଡି

ବ୍ଲାକମେଲିଂ ପାର୍ଟନର ଶ୍ରଦ୍ଧାଞ୍ଜଳିଙ୍କ ମୁହଁରୁ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ଗୁମର ଖୋଲୁଛି ଇଡି

ତିନି ଜଣଙ୍କୁ ସକାଳୁ ରାତି ପର୍ଯ୍ୟନ୍ତ ଏଭଳି ମୁହାଁମୁହିଁ କରି ମାରାଥନ ଜେରା କରିଛି ଇଡି। ଇଡିର ପ୍ରଶ୍ନବାଣରେ ତିନିଜଣଯାକ ଥଳକୂଳ ପାଇନଥିଲେ।ଏମିତିକି ଶ୍ରଦ୍ଧାଞ୍ଜଳି କାନ୍ଦି ପକାଇଥିଲେ ଏବଂ ସବୁ ସତ ଓଗାଳି ପକାଇଥିଲେ। ତିନିଜଣଙ୍କଠାରୁ ଇଡି ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାତେଇଛି।

ଅର୍ଚ୍ଚନା ନାଗ ମାମଲା: ଆଜି ପୁଣି ଇଡିରେ ହାଜର ହେବେ ଅକ୍ଷୟ ପରିଜା

ଅର୍ଚ୍ଚନା ନାଗ ମାମଲା: ଆଜି ପୁଣି ଇଡିରେ ହାଜର ହେବେ ଅକ୍ଷୟ ପରିଜା

ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାର ଖୋଳତାଡ କରିବାରେ ଲାଗିଛି ଇଡି। ଏହି ମାମଲାରେ ଯିଏ ଯିଏ ସମ୍ପୃକ୍ତ ଥିବା ଅଭିଯୋଗ ଉଠିଛି ସମସ୍ତଙ୍କୁ ଡାକି ମୁହାଁମୁହିଁ ଜେରା କରିବାରେ ଲାଗିଛି।

ଆଜି ଇଡିରେ ହାଜର ହେବେ ସିନେ ପ୍ରଯୋଜକ ଅକ୍ଷୟ ପରିଜା

ଆଜି ଇଡିରେ ହାଜର ହେବେ ସିନେ ପ୍ରଯୋଜକ ଅକ୍ଷୟ ପରିଜା

ଜଣାଶୁଣା ସିନେ ପ୍ରଯୋଜକ ଅକ୍ଷୟ ପରିଜା ଆଜି ଦିନ ୨ଟାରେ ଅର୍ଚ୍ଚନା ନାଗ ମାମଲାରେ ଇଡିରେ ହାଜର ହେବେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ତାଙ୍କ ଓକିଲ ଆକାଶ ଭୂୟାଁଙ୍କ ସହ ଇଡି କାର୍ଯ୍ୟାଳୟରେ ହାଜର ହେବେ ବୋଲି କୁହାଯାଉଛି।

ଚତୁର୍ଥ ଥର ପାଇଁ ED ପଚରାଉଚରାରେ ସାମିଲ ହେଲେନି ଜ୍ୟାକଲିନ୍

ଚତୁର୍ଥ ଥର ପାଇଁ ED ପଚରାଉଚରାରେ ସାମିଲ ହେଲେନି ଜ୍ୟାକଲିନ୍

୨୦୦ କୋଟି ଟଙ୍କା ଠକେଇ ଘଟଣାରେ କୋନ୍‌ମ୍ୟାନ୍‌ ସୁକେଶ ଚନ୍ଦ୍ରଶେଖରଙ୍କ ସହ ସମ୍ପୃକ୍ତି ଥିବା ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହେବା ନିମନ୍ତେ ପାଇଥିବା ସମନ୍‌କୁ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ଣ୍ଣାଣ୍ଡିଜ୍‌ ଆଜି ଚତୁର୍ଥ ଥର ଏଡ଼ାଇ ଦେଇଛନ୍ତି।