ଏପ୍ରିଲରୁ ଶିକ୍ଷା ବର୍ଷ ଆରମ୍ଭ, ଆଜିଠୁ ପଠାଗଲା ପାଠ୍ୟପୁସ୍ତକ
ଶିକ୍ଷା ବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟ ପୁସ୍ତକ ପହଞ୍ଚାଇବା କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏଥିନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରିଛନ୍ତି।
Loading...