Tag : fire at hotel arpit palace

News

ଅର୍ପିତ ପ୍ୟାଲେସ୍‌ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ,୧୭ ମୃତ

ENO Beuro
ନୂଆ ଦିଲ୍ଲୀର କାରୋଲ ବାଗରେ ଥିବା ଅର୍ପିତ ପ୍ୟାଲେସ ହୋଟେଲରେ ଆଜି ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି । ବର୍ତ୍ତମାନ ସୁଧା ଏହି ଅଗ୍ନିକାଣ୍ଡରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ୫