Loading...

ଜାଣନ୍ତୁ କିପରି ବାସ୍ତୁ ସହ ଜଡିତ ଭୋଜନ

ଜାଣନ୍ତୁ କିପରି ବାସ୍ତୁ ସହ ଜଡିତ ଭୋଜନ

ଭୋଜନ ଭଗବାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଉପହାର ଓ ପ୍ରସାଦ। ଅନ୍ନ ଈଶ୍ୱରଙ୍କ ସହ ସମାନ ବୋଲି ମାନ୍ୟତା ରହିଛି। ଅଗ୍ନି ଦ୍ୱାରା ଭୋଜନ ପ୍ରସ୍ତୁତ କରାଯାଉଥିବାରୁ ଖାଦ୍ୟ ପ୍ରସ୍ତୁତ ହେବା ପରେ ଅଗ୍ନିଙ୍କ ନିକଟରେ ଏହାକୁ ରଖିବା ସହ କିଛି ଅର୍ପଣ କରିବା ଉଚିତ।