News

ଅନ୍ତିମ ଯାତ୍ରାରେ ଅଟଳ,ଦିଲ୍ଲୀସ୍ଥିତ ବାସଭବନରୁ ବାହାରିଲା ବାଜପେୟୀଙ୍କ ପାର୍ଥିବ ଶରୀର

ENO Beuro
ଆଜି ହେବ ଅନ୍ତିମ ସଂସ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଅଶ୍ରୁଳ ବିଦାୟ ଦେଉଛି ସାରା ଦେଶ । ତାଙ୍କ ଦିଲ୍ଲୀସ୍ଥିତ ବାସଭବରେ ଶେଷ ଦର୍ଶନ କରୁଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More