Tag : harihara bhesa

CULTURES

ଶ୍ରୀମନ୍ଦିରରେ ହରିହର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ENO Beuro
ଆଜି ଶ୍ରୀମନ୍ଦିରରେ ହରିହର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ବଡଠାକୁର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମହାପ୍ରଭୁଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ହରିଙ୍କ ହରଙ୍କ