Loading...

ବାତ୍ୟା ରୂପ ନେଲା ‘ମିଗ୍‌ଜୋମ୍‌’: ପ୍ରଭାବରେ ଆଜିଠୁ ଓଡିଶାରେ ତିନିଦିନ ବର୍ଷା

ବାତ୍ୟା ରୂପ ନେଲା ‘ମିଗ୍‌ଜୋମ୍‌’: ପ୍ରଭାବରେ ଆଜିଠୁ ଓଡିଶାରେ ତିନିଦିନ ବର୍ଷା

ବାତ୍ୟା ପ୍ରଭାବରେ ଓଡ଼ିଶାରେ ୩ଦିନ ଭାରି ବର୍ଷାର ସମ୍ଭାବନା ରହିଥିବାରୁ ଏନେଇ ସତର୍କ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷାର ପୂର୍ବାନୁମାନ କରି ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି।

ଆଜି ବି ତୁହାକୁ ତୁହା ବର୍ଷାରେ ଭିଜିବ ଓଡିଶା

ଆଜି ବି ତୁହାକୁ ତୁହା ବର୍ଷାରେ ଭିଜିବ ଓଡିଶା

ଦୁର୍ବଳ ହେଲା ଓ୍ବେଲମାର୍କ ଲୋପ୍ରେସର । ଗାଙ୍ଗେୟ ଉପତ୍ୟକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଥିବା ସୁଦୃଶ ଲଘୁଚାପ ଗତକାଲି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି ।

୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷାନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷାନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଆଜି ଲଘୁଚାପ ଜନିତ ବର୍ଷାରେ ଭିଜିବ ୭ ଜିଲ୍ଲା

ଆଜି ଲଘୁଚାପ ଜନିତ ବର୍ଷାରେ ଭିଜିବ ୭ ଜିଲ୍ଲା

ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ି ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ପ୍ରବଳ ବର୍ଷାନେଇ ୟେଲୋୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ପ୍ରବଳ ବର୍ଷାନେଇ ୟେଲୋୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ

ବୁଧବାର ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଥିବା ଜଣାପଡିଛି।

ଆଜି କାଲି ଦୁଇଦିନ ରାଜ୍ୟରେ କାଳବୈଶାଖୀ

ଆଜି କାଲି ଦୁଇଦିନ ରାଜ୍ୟରେ କାଳବୈଶାଖୀ

ରାଜ୍ୟରେ ପଶ୍ଚିମା ଝଡ ପରେ କାଳବୈଶାଖୀ କୋପ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ରହିଛି ।ଆଜି ଦିନବେଳା ଟାଣଖରା ଓ ଅପରାହ୍‌ଣରେ କାଳବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଜିଠୁ ବଡ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜିଠୁ ବଡ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଭାଗରେ ଲାଗି ରହିଛି ଝିପି ଝିପି ବର୍ଷା ।