ଉତ୍ତର ଭାରତରେ ବର୍ଷା ବିତ୍ପାତ,୧୧ ମୃତENO BeuroSeptember 25, 2018 by ENO BeuroSeptember 25, 20180196 ଉତ୍ତର ଭାରତରେ ବନ୍ୟା ଓ ଭୂସ୍ଖଳନ ଯୋଗୁ ୧୧ ଜଣଙ୍କ ଜୀବନ ଗଲାଣି। ହିମାଚନ ପ୍ରଦେଶ, ଜମ୍ମୁ-କଶ୍ମୀର ଓ ହରିୟାଣାରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ ଫଳରେ ବିଭିନ୍ନ ସ୍ଥାନରେ ଘର ଭାଙ୍ଗିବା ସହ
ଆଜିଠୁ ବର୍ଷା ବଢିବ,୧୯ରୁ ପ୍ରବଳENO BeuroSeptember 17, 2018September 17, 2018 by ENO BeuroSeptember 17, 2018September 17, 20180198 ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ଓ ପାର୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି
ଲଗାଣ ବର୍ଷା ପାଇଁ ସୁନ୍ଦରଗଡ ଏବଂ କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ଛୁଟିENO BeuroSeptember 7, 2018 by ENO BeuroSeptember 7, 20180197 ଲଘୁଚାପ ଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୋଟିଏ ଦିନ ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ପିଲାଙ୍କ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱର ଓ କଟକରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା