Loading...

ହସ୍ପିଟାଲରେ ଭର୍ତ୍ତି ହେଲେ ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ

ହସ୍ପିଟାଲରେ ଭର୍ତ୍ତି ହେଲେ ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ

ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ ଥିବା ଜଣାଯାଇଛି। ସେ ଲିଭର ସିରିଓସିସ ରୋଗରେ ପୀଡ଼ିତ ଥିବାର ସୂଚନା ମିଳିଛି। ସେ କିଛି ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।

ଉନ୍ନତ ହେବ ସ୍ୱାସ୍ଥ୍ୟସେବା: ରାଜ୍ୟରେ ନିର୍ମାଣ ହେବ ୩୩୮ ଡାକ୍ତରଖାନା ଓ ସ୍ବାସ୍ଥ୍ୟ କେନ୍ଦ୍ର

ଉନ୍ନତ ହେବ ସ୍ୱାସ୍ଥ୍ୟସେବା: ରାଜ୍ୟରେ ନିର୍ମାଣ ହେବ ୩୩୮ ଡାକ୍ତରଖାନା ଓ ସ୍ବାସ୍ଥ୍ୟ କେନ୍ଦ୍ର

ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି‌ରେ ଉନ୍ନତି ଆସିବ। ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଲୋକଙ୍କୁ ସହଜରେ ସ୍ବାସ୍ଥ୍ୟ ସେବା ମିଳିବ। ଉପାନ୍ତ ଓ ଦୁର୍ଗମ ଅଞ୍ଚଳରେ ଥିବା ଅସୁବିଧାକୁ ଦୂର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଇଛନ୍ତି।