Tag : hstd testfire successful

News

ଡିଆରଡିଓକୁ ବଡ଼ ସଫଳତା; ହାଇପରସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେହିକଲ୍‌ର ସଫଳ ପରୀକ୍ଷଣ

Ratnamani Moharana
ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ DRDOକୁ ଆଉ ଏକ ସଫଳତା ମିଳିଛି। ହାଇପରସୋନିକ୍ ଟେକ୍ନୋଲୋଜି ଡେମନଷ୍ଟ୍ରେସନ ଭେହିକିଲ ବା HSTDVର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ITRର ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର