Loading...

ହସ୍ପିଟାଲରେ ବଲିଉଡ ଅଭିନେତ୍ରୀ ଇଲିଆନା ଡି’ କ୍ରୁଜ

ହସ୍ପିଟାଲରେ ବଲିଉଡ ଅଭିନେତ୍ରୀ ଇଲିଆନା ଡି’ କ୍ରୁଜ

ସାଉଥ ତଥା ବଲିଉଡ ଅଭିନେତ୍ରୀ ଇଲିଆନା ଡି’ କ୍ରୁଜ ନିଜର ଷ୍ଟାଇଲ ଏବଂ ଲୁକ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି । ତାଙ୍କର ଅନେକ ଫିଲ୍ମ ଦର୍ଶକଙ୍କ ହୃଦୟ ଜିତିଥିବା ବେଳେ ବର୍ତ୍ତମାନ ତାଙ୍କୁ ନେଇ ଏକ ଖବର ଆସିଛି । ଯାହା ତାଙ୍କ ଫ୍ୟାନ୍ସଙ୍କୁ ନିରାଶ କରିଛି ।