Loading...

ଏଥର ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ଇଜିପ୍ଟ ରାଷ୍ଟ୍ରପତି ଅବଦେଲ ଫତହ ଅଲ ସିସି

ଏଥର ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ଇଜିପ୍ଟ ରାଷ୍ଟ୍ରପତି ଅବଦେଲ ଫତହ ଅଲ ସିସି

ଏଥର ଜାନୁଆରୀ ୨୬ ଗଣତନ୍ତ୍ର ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ହେବେ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତହ ଅଲ ସିସି। ଏନେଇ ରବିବାର ସୂଚନା ଦେଇଛି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ। ଏକ ବିବୃତ୍ତି ଜାରି କରି ଏମ୍‌ଇଏ କହିଛି “ପ୍ରଥମ ଥର ପାଇଁ ଆରବ ରିପବ୍ଲିକ ଅଫ୍ ଇଜିପ୍ଟର ରାଷ୍ଟ୍ରପତି ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ। ”

ସାଧାରଣତନ୍ତ୍ର ଦିବସ ପରେଡରୁ ବାଦ୍‌ ପଡ଼ିଲା ପଶ୍ଚିମବଙ୍ଗ ପ୍ରଜ୍ଞାପନ ମେଢ଼

ସାଧାରଣତନ୍ତ୍ର ଦିବସ ପରେଡରୁ ବାଦ୍‌ ପଡ଼ିଲା ପଶ୍ଚିମବଙ୍ଗ ପ୍ରଜ୍ଞାପନ ମେଢ଼

ସାଧାରଣତନ୍ତ୍ର ଦିବସ ପରେଡରେ ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନକୁ ଆଲୋକିତ କରିବା ପାଇଁ ପଶ୍ଚିମବଙ୍ଗ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।