• Home
  • india beats bangladesh by 6 wickets
SPORTS

ନିଦହାସ ଟି-ଟ୍ୱେଂଟି ତ୍ରିରାଷ୍ଟ୍ରୀୟ ସିରିଜ : ବାଂଲାଦେଶକୁ ୬ ଓ୍ଵିକେଟରେ ହରାଇଲା ଭାରତ

Krishna Kumar Manoj
ଟି-ଟ୍ୱେଂଟିରେ ଭାରତର ଧମାକାଦାର ବିଜୟ ନିଦହାସ୍ ଟ୍ରଫି ଟି-ଟ୍ୱେଂଟି କ୍ରିକେଟ୍ ପ୍ରତିଯୋଗିତାରେ ଭାରତ ପ୍ରଥମ ବିଜୟ ହାସଲ କରିଛି। ଗତକାଲି ୨ୟ ଲିଗ୍‌ ମ୍ୟାଚ୍‌ରେ ବାଂଲାଦେଶକୁ ସହଜରେ ୬ ୱିକେଟରେ ଭାରତ ପରାସ୍ତ କରିଛି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More