Tag : indrani mukharjee hospitalised

News

ହସ୍ପିଟାଲରେ ଭର୍ତ୍ତି ହେଲେ ଇନ୍ଦ୍ରାଣୀ ମୁଖାର୍ଜୀ

ENO Beuro
ବହୁଚର୍ଚ୍ଚିତ ସିନା ବୋରା ହତ୍ୟା ମାମଲାରେ ଜେଲ୍‌ରେ ଥିବା ଅଭିଯୁକ୍ତା ଇନ୍ଦ୍ରାଣୀ ମୁଖାର୍ଜୀ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ତାଙ୍କୁ ମୁମ୍ବାଇର ଜେଜେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ