Loading...

ଆଜି ୨ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା

ଆଜି ୨ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା

ରୁଷ୍‌-ୟୁକ୍ରେନ୍‌ ଯୁଦ୍ଧ ଚାଲିଥିବା ବେଳେ ୧୪ଶ ଭାରତ-ଜାପାନ ବାର୍ଷିଖ ଶିଖର ସମ୍ମଳନୀ’ରେ ଯୋଗ ଦେବା ପାଇଁ ଆଜି ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନୀ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା।