Loading...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଶେଷ ବିଦାୟ ନେବେ ଝରଣା

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଶେଷ ବିଦାୟ ନେବେ ଝରଣା

ଆଜି ମାଟିରେ ମିଶିଯିବ ବୀଣାଜିଣା କଣ୍ଠ । ଲୋକପ୍ରିୟ ଅଭିନେତ୍ରୀ ଝରଣା ଦାସଙ୍କର ହେବ ଶେଷକୃତ୍ୟ । ଅପରାହ୍ମରେ କଟକର ଗୋରାକବର ଶ୍ମଶାନରେ ହେବ ଅନ୍ତିମ ସଂସ୍କାର ।