News

ଘନୀଭୂତ ହେଉଛି ଲଘୁଚାପ,ଆସନ୍ତାକାଲିଠୁ ବର୍ଷା

ENO Beuro
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ଆସନ୍ତା କାଲିଠାରୁ ୩୦ଯାଏଁ ବର୍ଷାର ସମ୍ଭାବନା ରହିଛି । ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଆଦି ଜିଲ୍ଲାରେ
News

ଖାରବେଳ ସ୍ୱାଇଁଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ

ENO Beuro
ଉତ୍କଳ ଭାରତ ସଭାପତି ତଥା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ ଅଭିଯୋଗ ହୋଇଛି । କେନ୍ଦ୍ରାପଡା ଆଳିର ଏକ ସଭାରେ ତାଙ୍କ ଉପରେ ଆକ୍ରମଣ କରାଯାଇଥିବା ସୂଚନା ସୂତ୍ରରୁ ପ୍ରକାଶ।
News

କେନାଲକୁ ଖସିଲା ସ୍କୁଲ ଭ୍ୟାନ୍,ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

ENO Beuro
କେନାଲକୁ ଓଲିଟିପଡିଲା ସ୍କୁଲ ଭ୍ୟାନ୍। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଲକ୍ଷ୍ମୀନାରାୟଣପୁର ଗାଁ ନିକଟରେ ଏକ ଘରୋଇ ସ୍କୁଲ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ସକାଳେ ଗାଡିଟି ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଯାଉଥିବାବେଳେ ଭାରସାମ୍ୟ ହରାଇ

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More