• Home
  • Kohali and dhoni rested
SPORTS

ତ୍ରିରାଷ୍ଟ୍ରୀୟ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ : ଧୋନୀ,କୋହଲି, ପାଣ୍ଡ୍ୟାଙ୍କୁ ବିଶ୍ରାମ, ରୋହିତଙ୍କୁ ଅଧିନାୟକ ଦାୟିତ୍ଵ

Krishna Kumar Manoj
ସିରିଜର ପ୍ରଥମ ମ୍ୟାଚ୍ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ ଶ୍ରୀଲଙ୍କାରେ ଆସନ୍ତା ମାର୍ଚ୍ଚ ୬ରୁ ଆରମ୍ଭ ହେବାକୁ ଯାଉଥିବା ତ୍ରିରାଷ୍ଟ୍ରୀୟ ଟି-୨୦ ସିରିଜ ପାଇଁ ରବିବାର ଭାରତୀୟ ଦଳର ଘୋଷଣା ହୋଇଛି । 

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More