Tag Archives: kunduli gang rape victim commits suicide

Archives

  • କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା :ନ୍ୟାୟ ନ ପାଇ ଜୀବନ ହାରିଲେ

    ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଘଟଣାର ପୀଡ଼ିତା ଆତ୍ମହତ୍ୟା କରିଛନ୍ତି । ସେ ସୋମବାର ନିଜ ଘରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।୪ମାସରୁ ଉର୍ଦ୍ଧ୍ୱକାଳ ନ୍ୟାୟ ପାଇଁ ଲଢେଇ କରି ନିରାଶ କୁନ୍ଦୁଲି ନାବାଳିକା ଶେଷରେ ଆତ୍ମହତ୍ୟାର ପଥ ...