Loading...

କିଡନୀ ଟ୍ରାନ୍ସପ୍ଲାଣ୍ଟ ପରେ ବିଗିଡ଼ିିଲା ଲାଲୁଙ୍କ ସ୍ୱାସ୍ଥ୍ୟାବସ୍ଥା

କିଡନୀ ଟ୍ରାନ୍ସପ୍ଲାଣ୍ଟ ପରେ ବିଗିଡ଼ିିଲା ଲାଲୁଙ୍କ ସ୍ୱାସ୍ଥ୍ୟାବସ୍ଥା

ଆର୍‌ଜେଡି ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ନେଇ ତାଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ଗୁରୁତର ଲାଲୁ ପ୍ରସାଦ ଯାଦବ

ଗୁରୁତର ଲାଲୁ ପ୍ରସାଦ ଯାଦବ

ବିହାରର ମୁଖ୍ୟମନ୍ତ୍ରୀ ତଥା ଆରଜେଡିର ଅଧ୍ୟକ୍ଷ ଲାଲୁ ପ୍ରସାଦଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଛି।

ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆରଜେଡି ମୁଖ୍ୟ ଲାଲୁ ଯାଦବ

ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆରଜେଡି ମୁଖ୍ୟ ଲାଲୁ ଯାଦବ

ରାଞ୍ଚିର ସିବିଆଇ କୋର୍ଟ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଡୋରଣ୍ଡା ‌ଟ୍ରେଜେରିରୁ ୧୩୯କୋଟି ଟଙ୍କା ବେଆଇନ ଉଠାଣ କରିଥିବା ମାମାଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।