ଗୋଖାଦ୍ୟ ଦୁର୍ନୀତି ମାମଲା, ତୃତୀୟ ମାମଲାରେ ଲାଲୁ ଯାଦବ ଦୋଷୀ ସାବ୍ୟସ୍ତENO BeuroJanuary 24, 2018 by ENO BeuroJanuary 24, 20180120 ଗୋଖାଦ୍ୟ ଦୁର୍ନୀତିର ତୃତୀୟ ମାମଲାରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ବୁଧବାର ଦିନ ସିବିଆଇ ସ୍ୱତନ୍ତ୍ର କୋର୍ଟ ଜଜ୍ ଏସଏସ ପ୍ରସାଦ ୧୯୯୨-୯୩ ମସିହାରେ ଚାଇବାସା ଟ୍ରେଜେରିରୁ ୩୩.୬୭