Loading...

ଆଜି ୨୨ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗବିଭାଗ

ଆଜି ୨୨ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗବିଭାଗ

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଶନିବାର ସୃଷ୍ଟି ହେବାକୁ ଯାଉଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ତାହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି।

ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା, ଆଜିି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା, ଆଜିି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଏପଟେ ବର୍ଷା କମିବା ପରେ ତିନିଦିନ ପରେ ପୁଣି ଲେଉଟିବ ଶୀତ। ତିନିଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

କାଳବୈଶାଖୀ ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କାଳବୈଶାଖୀ ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଗତ ୨୪ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ଆହୁରି ୨ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଆହୁରି ୨ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଦୁଇ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ପରେ ନୂଆବର୍ଷରୁ ରାଜ୍ୟକୁ ଫେରିବ ଶୀତ ଲହରୀ ।