Tag : lpg cylinder price increased

News

ପେଟ୍ରୋଲ ଡିଜେଲ ପରେ ବଢ଼ିଲା ରନ୍ଧନ ଗ୍ୟାସ୍‌ ମୂଲ୍ୟ

ENO Beuro
ପେଟ୍ରୋଲ ଓ ଡିଜେଲ ଦର ଲଗାତାର ବଢ଼ିବା ପରେ ଏବେ ଏଲ୍‌ପିଜି ସିଲିଣ୍ଡର ବି ମହଙ୍ଗା ହୋଇଛି। ଏଣିକି ଗ୍ରାହକଙ୍କୁ ସବ୍‌ସିଡ଼ି ସିଲିଣ୍ଡର ପିଛା ୨ ଟଙ୍କା ୩୪ ପଇସା ଅଧିକ ଦେବାକୁ ପଡ଼ିବ।