Loading...

ମାହାଙ୍ଗା ଡବଲ ମର୍ଡର ମାମଲା:  ପ୍ରତାପ ଜେନାଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେବେନି ତଳକୋର୍ଟ

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେବେନି ତଳକୋର୍ଟ

ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ଉକ୍ତମାମଲାରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍‌ ଲଗାଇଛନ୍ତି ।

ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟ ଗଲେ ବିଧାୟକ ପ୍ରତାପ ଜେନା

ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟ ଗଲେ ବିଧାୟକ ପ୍ରତାପ ଜେନା

ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟ ଗଲେ ବିଧାୟକ ପ୍ରତାପ ଜେନା। ତଳକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ପ୍ରତାପ।