Tag : maharastra cm

News

ସେଲ୍‌ଫି ପାଇଁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ENO Beuro
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କ ପତ୍ନୀ ଅମୃତା ଫଡନବିଶ କ୍ଷମା ମାଗିଛନ୍ତି। ଏକ ବିଳାସପୂର୍ଣ୍ଣ କ୍ରୁଜ୍‌ ଜାହାଜର ପ୍ରାନ୍ତରେ ବସି ସେଲ୍ଫି ନେଇଥିବାରୁ ଏବେ ତାଙ୍କୁ ବିଭିନ୍ନ ମହଲରୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି।