Loading...

ମନୀଷ ସିସୋଦିଆ ଗିରଫ ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନ କରିବ ଆପ୍

ମନୀଷ ସିସୋଦିଆ ଗିରଫ ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନ କରିବ ଆପ୍

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗତକାଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଛି । ଏହାକୁ ନିନ୍ଦା କରିବା ସହ ବିଜେପି ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ।