Loading...

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ

ମଦ ଦୁର୍ନୀତି ଅଭିଯୋଗ ରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଛି ଇଡି । ଦୁଇ ଦିନ ଧରି ଜେରା କରିବା ପରେ ମନି ଲଣ୍ଡ୍ରିଂ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି ।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ତିହାର ଜେଲରେ ଇଡି

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ତିହାର ଜେଲରେ ଇଡି

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଅଛନ୍ତି ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଆଜି ଜେଲରେ ପହଞ୍ଚି ସିସୋଦିଆଙ୍କୁ ପଚରା ଉଚରା ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ଗିରଫଦାରୀକୁ ନେଇ ସୁପ୍ରିମ୍‌କୋର୍ଟରେ ମନୀଷ ସିସୋଦିଆ

ଗିରଫଦାରୀକୁ ନେଇ ସୁପ୍ରିମ୍‌କୋର୍ଟରେ ମନୀଷ ସିସୋଦିଆ

ଦିଲ୍ଲୀ ମଦ ନୀତି ମାମଲାରେ ଗତକାଲି ସିସୋଦିଆଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା ସିବିଆଇ । ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ‌ହୋଇଛନ୍ତି ।