Tag : manmohan singh elected to rajyasabha from rajasthan

POLITICALS

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସିଂହ

Ratnamani Moharana
ରାଜସ୍ଥାନରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ଗତକାଲି ଅପରାହ୍ନରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ୮୬ ବର୍ଷୀୟ ମନମୋହନ ସିଂହ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।