Tag : many killed in forest fire in greece

News

ଗ୍ରୀସ୍ ଜଙ୍ଗଲରେ ଭୟାବହ ଅଗ୍ନିକାଣ୍ଡ,୭୪ ମୃତ

ENO Beuro
ଗ୍ରୀସ୍‍ର ରାଜଧାନୀ ଏଥେନ୍ସ ନିକଟସ୍ଥ ଜଙ୍ଗଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭୪ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏଥିରେ ଅନ୍ୟ ୧୮୭ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।