Loading...

ଆଜିଠାରୁ ଛାତ୍ରଛାତ୍ରୀଙ୍କୁ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌

ଆଜିଠାରୁ ଛାତ୍ରଛାତ୍ରୀଙ୍କୁ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଶନିବାରଠାରୁ ରାଜ୍ୟରେ ଚଳିତବର୍ଷ ଦଶମ ଶ୍ରେଣୀ ପାସ କରିଥିବା ଛାତ୍ରଛାତ୍ରୀଙ୍କୁ ମାଟ୍ରିକ ପ୍ରମାଣପତ୍ର ପ୍ରଦାନ କରାଯିବ।