Loading...

ଏପ୍ରିଲ ୩ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ଏପ୍ରିଲ ୩ରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର ଖାତା ମୂଲ୍ୟାୟନ ଏପ୍ରିଲ ୩ରୁ ଆରମ୍ଭ ହେବ।