ନ୍ୟୁଜ୍ ବନ୍ଦ ପାଇଁ ୨ ଦିନ ଘୁଞ୍ଚିଲା ସମସ୍ତ ପରୀକ୍ଷା 28 Mar, 2022 6 mins read 228 views ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି ।
ନ୍ୟୁଜ୍ ଏପ୍ରିଲ ୨୯ରୁ ମ୍ୟାଟ୍ରିକ୍ ସମ୍ମେଟିଭ୍-୨ ପରୀକ୍ଷା 11 Mar, 2022 12 mins read 415 views ପ୍ରଥମ ପଦ୍ଧତି- ସମ୍ମେଟିଭ୍-୧ ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ ହେବ। ୨ୟ ପଦ୍ଧତି- ସମ୍ମେଟିଭ୍-୨ର ମାର୍କ ୨ ଗୁଣ କରି ହିସାବ କରାଯିବ। ସେହିପରି ୩ୟ ପଦ୍ଧତି- ଇଣ୍ଟରନାଲ ଆସେସମେଣ୍ଟର ୨୦%, ସମ୍ମେଟିଭ୍-୧ରୁ ୩୦%, ସମ୍ମେଟିଭ୍-୨ରୁ ୫୦% ନିଆଯାଇ ମାର୍କିଂ କରାଯିବ। ଯେଉଁ ଆସେସ୍ମେଣ୍ଟରେ ଅଧିକ ମାର୍କ ଥିବ ତାହା ଚୂଡାନ୍ତ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର।