Loading...

ଉପକୂଳ ଓଡ଼ିଶାରେ ମାଇଣ୍ଡ ଗେମ୍କୁ ଚଲାଇ ଦିଆଗଲା ନାହିଁ, ସେଥିପାଇଁ ପଶ୍ଚିମ ଓଡ଼ିଶାରେ ଓଡ଼ିଆ ସିନେମାକୁ ଚଲାଇ ଦିଆଯିବ ନାହିଁ କହିଲେ ମନୋଜ ମିଶ୍ର

ଉପକୂଳ ଓଡ଼ିଶାରେ ମାଇଣ୍ଡ ଗେମ୍କୁ ଚଲାଇ ଦିଆଗଲା ନାହିଁ, ସେଥିପାଇଁ ପଶ୍ଚିମ ଓଡ଼ିଶାରେ ଓଡ଼ିଆ ସିନେମାକୁ ଚଲାଇ ଦିଆଯିବ ନାହିଁ କହିଲେ ମନୋଜ ମିଶ୍ର

ଯେହେତୁ ଉପକୂଳ ଓଡ଼ିଶାରେ ମାଇଣ୍ଡ ଗେମ୍କୁ ଚଲାଇ ଦିଆଗଲା ନାହିଁ, ସେଥିପାଇଁ ପଶ୍ଚିମ ଓଡ଼ିଶାରେ ଓଡ଼ିଆ ସିନେମାକୁ ଚଲାଇ ଦିଆଯିବ ନାହିଁ ବୋଲି ପ୍ରତିକ୍ରିୟା ଦେଲେ ବିବାଦୀୟ ଅଭିନେତା ମନୋଜ ମିଶ୍ର।