Tag : MPATGM

News

ଏମପିଏଟିଜିଏମର ଦ୍ୱିତୀୟ ଉଡାଣ ପରୀକ୍ଷଣ ସଫଳ

ENO Beuro
ସ୍ୱଦେଶୀ ରୂପରେ ନିର୍ମିତ ମ୍ୟାନ ପୋର୍ଟେବୁଲ ଆଣ୍ଟି ଟ୍ୟାଙ୍କ ଗାଇଡେଡ କ୍ଷପଣାସ୍ତ୍ର (MPATGM)ର ଦ୍ୱିତୀୟ ଉଡାଣକୁ ଆଜି ଅହମ୍ମଦନଗରରେ ସଫଳତାପୂର୍ବକ ପରୀକ୍ଷଣ କରାଯାଇଛି । ଏଥିରେ ମିଶନର ସମସ୍ତ ଉଦ୍ଦେଶ୍ୟକୁ ପୂରଣ କରାଯାଇଛି ।