Loading...

ପରଲୋକରେ ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ

ପରଲୋକରେ ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ

ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ମେଦାନ୍ତ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ୟୁରିନ ସଂକ୍ରମଣ, ରକ୍ତଚାପ ସମସ୍ୟା ଏବଂ ନିଶ୍ୱାସ ନେବାରେ ଅସୁବିଧା ହେତୁ ମୁଲାୟମ ସିଂ ଯାଦବଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା ।

ICUରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ

ICUରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ

ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର । ତାଙ୍କୁ ମେଦାନ୍ତ ହସ୍ପିଟାଲ୍‌ର ICUରେ ଭର୍ତ୍ତି କରାଯାଇଛି । ପୂର୍ବରୁ ଅସୁସ୍ଥ କାରଣରୁ ଦିଲ୍ଲୀର ମେଦାନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ ।