Loading...

ଜାନୁୟାରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରରେ ପ୍ରଭୁ ରାମଙ୍କର ହେବ ପ୍ରାଣ ପ୍ରତିଷ୍ଠା, ମୋଦୀଙ୍କୁ ନିମନ୍ତ୍ରଣ

ଜାନୁୟାରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରରେ ପ୍ରଭୁ ରାମଙ୍କର ହେବ ପ୍ରାଣ ପ୍ରତିଷ୍ଠା, ମୋଦୀଙ୍କୁ ନିମନ୍ତ୍ରଣ

ଗର୍ଭଗୃହରେ ବିରାଜିବେ ପ୍ରଭୁ ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ରାମଲାଲା ।୨୨ ଜାନୁୟାରୀ ୨୦୨୪ ରେ ଭଗବାନ ରାମଚନ୍ଦ୍ର, ମାତା ସୀତା, ଅନୁଜ ଲକ୍ଷ୍ଣଣ ଓ ପରମଭକ୍ତ ହନୁମାନଙ୍କ ହେବ ପ୍ରାଣ ପ୍ରତିଷ୍ଠା । ସେହି ଦିନ କୋଟି କୋଟି ହିନ୍ଦୁ ଧର୍ମାବଲମ୍ବୀଙ୍କ ଭବ୍ୟ ଦିବ୍ୟ ଗଗନଶ୍ଚୁମ୍ଭୀ ରାମ ମନ୍ଦିରର ହେବ ଉଦଘାନ ।

ମିହିର ଦାସଙ୍କ ବିୟୋଗରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମିହିର ଦାସଙ୍କ ବିୟୋଗରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମିହିର ଦାସଙ୍କ ବିୟୋଗରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ । କହିଲେ, ନିଜ ଅଭିନୟ ମାଧ୍ୟମରେ ଅନେକଙ୍କ ହୃଦୟ ଜିତିଥିଲେ ମିହିର ଦାସ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା ।

ଗତି ଶକ୍ତି ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଗତି ଶକ୍ତି ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

କରୋନା ମହାମାରୀରେ ପ୍ରଭାବିତ ହୋଇଥିବା ଦେଶର ଅର୍ଥନୀତିକୁ ସଜାଡିବାକୁ କେନ୍ଦ୍ର ସରକାରଙ୍କ ପ୍ରୟାସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତି ଶକ୍ତି ଯୋଜନାର ଶୁଭାରମ୍ଭ କରିଛନ୍ତି ।