Loading...

ନୂଆବର୍ଷ ପାଇଁ  ଶ୍ରୀମନ୍ଦିର ନୀତିକାନ୍ତିରେ ପରିବର୍ତ୍ତନ

ନୂଆବର୍ଷ ପାଇଁ ଶ୍ରୀମନ୍ଦିର ନୀତିକାନ୍ତିରେ ପରିବର୍ତ୍ତନ

କାଲି ଇଂରାଜୀ ନବବର୍ଷ। ଏହିଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ହଜାରହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେବ। କୌଣସି ଭକ୍ତ ମହାପ୍ରଭୁଙ୍କ ଦର୍ଶନରୁ ଯେପରି ବଞ୍ଚିତ ନହୁଅନ୍ତି, ସେଥିପାଇଁ ଡିସେମ୍ବର ୩୧ ରାତି ୧ଟାରୁ ଦ୍ବାରାଫିଟା ନୀତି ଆରମ୍ଭ ହେବ।