ନ୍ୟୁଜ୍ ନିଉଜ୍ ଚ୍ୟାନେଲ ପାଇଁ ଆଡଭାଇଜରୀ ଜାରି କଲା କେନ୍ଦ୍ର ସରକାର 23 Apr, 2022 12 mins read 308 views ରୁଷ-ୟୁକ୍ରେନ ଯୁଦ୍ଧ, ଜାହାଙ୍ଗୀରପୁରୀ ବିବାଦ ଏବଂ ଲାଉଡସ୍ପିକର ଉପରେ ଚାଲିଥିବା ବିତର୍କକୁ ନେଇ ଯେଉଁଭଳି ଭାବେ ଖବର ପ୍ରକାଶିତ ବା ପ୍ରସାରଣ କରାଯାଉଛି, ଏହାକୁ ନେଇ ଆପତ୍ତି ଉଠାଇଛି ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ।